Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:15 - ପବିତ୍ର ବାଇବଲ

15 ଏହାର ଦକ୍ଷିଣ ସୀମା କିରିୟଥ୍-ଯିୟାରୀମର ନିକଟରେ ଆରମ୍ଭ ହେଲା ଓ ସୀମା ପଶ୍ଚିମ ଦିଗରେ ଏହାର ସୀମା ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।

Gade chapit la Kopi

ଓଡିଆ ବାଇବେଲ

15 ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।

Gade chapit la Kopi




ଯିହୋଶୂୟ 18:15
4 Referans Kwoze  

ସେହି ସ୍ଥାନଠାରୁ ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ଥିଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା। ପୁଣି ସେହି ସୀମା କିରିୟାଥ-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।


ତେଣୁ ଇସ୍ରାଏଲର ଲୋକମାନେ ସେ ଲୋକମାନେ ଯେଉଁଠାରେ ବାସ କରୁଥିଲେ, ସେହି ସ୍ଥାନକୁ ଗଲେ ଏବଂ ତୃତୀୟ ଦିନ, ଗିବିୟୋନ, କଫୀରା, ବେରୋତ୍ ଓ କିରିୟ‌‌ତ୍‌‌ଯିଆରିମ୍ ନଗରମାନଙ୍କୁ ଆସିଲେ।


ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଯାଏ ଥିଲା। ଉତ୍ତର ସୀମା ଯର୍ଦ୍ଦନ ପ୍ରାନ୍ତରରେ ସମୁଦ୍ରର ଅଖାତଠାରୁ ଥିଲା।


ସେଠାରୁ ସେ ସୀମା ଲାଗି ରହିଲା। ପଶ୍ଚିମରେ ବୈଥୋରୋଣ ଦକ୍ଷିଣାସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯିହୁଦା ସନ୍ତାନଗଣର କିରିୟଥ-ବାଲ୍ ବା କିରିୟଥ-ଯିୟାରୀମ୍ ନାମକ ଏକ ନଗର ପର୍ଯ୍ୟନ୍ତ। ଏହା ଥିଲା ସେମାନଙ୍କର ପଶ୍ଚିମ ସୀମା।


Swiv nou:

Piblisite


Piblisite