ଯିହୋଶୂୟ 18:16 - ପବିତ୍ର ବାଇବଲ16 ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା। Gade chapit laଓଡିଆ ବାଇବେଲ16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। Gade chapit la |
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।