Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:2 - ପବିତ୍ର ବାଇବଲ

2 ମାତ୍ର ସେହି ସମୟରେ ମଧ୍ୟ ଇସ୍ରାଏଲର ସାତୋଟି ପରିବାରବର୍ଗ ଭୂମି ପାଇ ନ ଥିଲେ। ଯାହାକି ସଦାପ୍ରଭୁ ସେମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେ ସମୟରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।

Gade chapit la Kopi




ଯିହୋଶୂୟ 18:2
2 Referans Kwoze  

ଇସ୍ରାଏଲର ସମସ୍ତ ଲୋକ ଶୀଲୋଠାରେ ଏକତ୍ରିତ ହେଲେ। ସେମାନେ ସେହି ସ୍ଥାନରେ ସମାଗମ-ତମ୍ବୁ ସ୍ଥାପନ କଲେ। ସେମାନଙ୍କର ଦେଶକୁ ନିଜ ଅଧୀନରେ ରଖି ପାରିଲେ।


ତେଣୁ ଯିହୋଶୂୟ ଇସ୍ରାଏଲ ବାସୀଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ତୁମ୍ଭର ଭୂମି ନେବା ପାଇଁ ଡେରି କରୁଛ? ସଦାପ୍ରଭୁ ତୁମ୍ଭ ପିତା ପରମେଶ୍ୱର ତୁମ୍ଭକୁ ଏହି ଭୂମି ଦେଇଛନ୍ତି।


Swiv nou:

Piblisite


Piblisite