ଯିହୋଶୂୟ 18:21 - ପବିତ୍ର ବାଇବଲ21 ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣର ବଂଶମାନଙ୍କ ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍କତ୍ଶିସ୍। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍ Gade chapit laଓଡିଆ ବାଇବେଲ21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍ Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।
“ଯର୍ଦ୍ଦନ ନଦୀର ପୂର୍ବରେ ବାସ କରୁଥିବା ପରିବାରବର୍ଗଙ୍କ ପାଇଁ ଏହି ସ୍ୱତନ୍ତ୍ର ଭୂମିର ଦକ୍ଷିଣରେ ରହିବ। ଏହିସବୁ ପରିବାରବର୍ଗମାନେ ଯର୍ଦ୍ଦନ ନଦୀର ପୂର୍ବଦିଗରେ ବାସ କରନ୍ତି। ପୂର୍ବ ସୀମାରୁ ମହାସମୁଦ୍ର ପର୍ଯ୍ୟନ୍ତ ପ୍ରତ୍ୟେକ ପରିବାରବର୍ଗଙ୍କର ଗୋଟିଏ ଗୋଟିଏ ବିଭାଗ ଭୂମି ରହିବ। ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ଯେଉଁ ପରିବାରଗୁଡ଼ିକ ରହିବେ ସେହି ପରିବାରବର୍ଗଗୁଡ଼ିକ ହେଲେ: ବିନ୍ୟାମୀନ, ଶିମିୟୋନ, ଇଷାଖର, ସବଲୁନ ଓ ଗାଦ୍।