ଯିହୋଶୂୟ 18:5 - ପବିତ୍ର ବାଇବଲ5 ସେମାନେ ସେ ଭୂମିକୁ ସାତ ଭାଗରେ ବାଣ୍ଟ କରିବେ। ଯିହୁଦାର ଲୋକମାନେ ସେମାନଙ୍କର ଭାଗ ଦକ୍ଷିଣ ପ୍ରାନ୍ତର ପାଇବେ। ଯୋଷେଫଙ୍କର ଉତ୍ତରାଧିକାରୀଗଣ ଉତ୍ତରରେ ସେମାନଙ୍କର ଭୂମି ପାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ। Gade chapit laଓଡିଆ ବାଇବେଲ5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ। Gade chapit la |