Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:10 - ପବିତ୍ର ବାଇବଲ

10 ସବୂଲୂନର ପରିବାରବର୍ଗ, ସେମାନଙ୍କର ଗୋଷ୍ଠୀମାନଙ୍କ ପ୍ରତିଜ୍ଞାନୁସାରେ ନିଜ ନିଜର ଭୂମି ଭାଗ ପାଇଲେ। ଏହାର ସୀମା ସାରୀଦ ପର୍ଯ୍ୟନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ସବୂଲୂନ୍-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।

Gade chapit la Kopi




ଯିହୋଶୂୟ 19:10
8 Referans Kwoze  

ବିନ୍ୟାମୀନର ପରିବାରବର୍ଗଗଣ ଯିହୁଦା ଓ ଯୋଷେଫଙ୍କର ମଧ୍ୟବର୍ତ୍ତୀ ଅଞ୍ଚଳରେ ଭୂମି ପାଇଲେ। ବିନ୍ୟାମୀନ ପ୍ରତ୍ୟେକ ପରିବାରବର୍ଗର ଲୋକମାନେ ସେମାନଙ୍କର ଭାଗ ପାଇଲେ। ଏହି ଭୂମି ଯାହାକି ବିନ୍ୟାମୀନ ପରିବାରବର୍ଗଙ୍କ ପାଇଁ ସ୍ଥିର କରାଯାଇଥିଲା।


କିନ୍ତୁ ତୁମ୍ଭେ ନିଶ୍ଚିତ ସାତ ଭାଗ କରି ଏକ ନ‌କ୍‌ସା ଅଙ୍କନ କରିବ। ତେବେ ତାହା ମୋତେ ଦେବ ଏବଂ ମୁଁ ସଦାପ୍ରଭୁ ପରମେଶ୍ୱରଙ୍କ ଉପସ୍ଥିତିରେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବି। ସେ ନିଷ୍ପତ୍ତି କରିବେ କିଏ କେଉଁ ଭାଗ ପାଇବ।


“ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ। ସେ ଜାହାଜର ଆଶ୍ରିତ ବନ୍ଦର ହେବ। ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।


ଶିମିୟୋନ ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା। ଏଥିପାଇଁ ଶିମିୟୋନ ସନ୍ତାନଗଣ ସେମାନଙ୍କର ଅଧିକାର ମଧ୍ୟରେ ଅଧିକାର ପାଇଲେ।


ଏହିପରି ଭାବରେ ସେମାନଙ୍କର ସୀମା ପଶ୍ଚିମରେ ମରିୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଥିଲା।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


Swiv nou:

Piblisite


Piblisite