ଯିହୋଶୂୟ 19:11 - ପବିତ୍ର ବାଇବଲ11 ଏହିପରି ଭାବରେ ସେମାନଙ୍କର ସୀମା ପଶ୍ଚିମରେ ମରିୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା। Gade chapit laଓଡିଆ ବାଇବେଲ11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା। Gade chapit la |