Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:13 - ପବିତ୍ର ବାଇବଲ

13 ସେଠାରୁ ପୂର୍ବ ଦିଗ ଦେଇ, ଗାଥ୍-ହେଫର ମଧ୍ୟଦେଇ ଏ‌ତ୍‌କା‌‌‌ତ୍‌‌‌ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋଣ ପର୍ଯ୍ୟନ୍ତ ଲାଗିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାତ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋଣକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

13 ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍‍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।

Gade chapit la Kopi




ଯିହୋଶୂୟ 19:13
3 Referans Kwoze  

ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟ ଅନୁସାରେ ଅମିତ୍ତୟଙ୍କ ପୁତ୍ର ଗା‌ଥ୍‌ହେଫର ନିବାସୀ ଆପଣା ସେବକ ଯୂନସ ଭବିଷ୍ୟ‌ଦ୍‌ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ଯାରବିୟାମ ଦଖଳ କଲେ।


ପୁଣି ସାରୀଦରୁ ପୂର୍ବ ଦିଗରେ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଲାଗିଥିଲା। ଏହି ସୀମା ଦାବରତକୁ ଲାଗି ଯାଫିୟ ପର୍ଯ୍ୟନ୍ତ ଥିଲା।


ଉତ୍ତର ଦିଗରେ ସେହି ସୀମା ଘେରି ରହିଥିଲା ହନ୍ନାଥୋନ ପର୍ଯ୍ୟନ୍ତ। ଏହାର ସୀମା ଯିପ୍ତହେଲ୍ ଉପତ୍ୟକା ପର୍ଯ୍ୟନ୍ତ ଲାଗିଥିଲା।


Swiv nou:

Piblisite


Piblisite