Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:17 - ପବିତ୍ର ବାଇବଲ

17 ଭୂମିର ଚତୁର୍ଥ ଅଂଶ ଇଷାଖର ପରିବାରବର୍ଗକୁ ଦିଆଗଲା। ପ୍ରତ୍ୟେକ ପରିବାର ସେଥିରୁ ଭାଗ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।

Gade chapit la Kopi




ଯିହୋଶୂୟ 19:17
8 Referans Kwoze  

ଏହିସବୁ ଗ୍ରାମ ନଗର ସୂବୂଲୂନ ପରିବାରବର୍ଗର ଗୋଷ୍ଠୀ ଅନୁସାରେ ସେମାନଙ୍କର ଅଧିକାର ଥିଲା


ନିମ୍ନରେ ଦିଆଯାଇଥିବା ଭୂମିଗୁଡ଼ିକ ଉକ୍ତ ପରିବାରବର୍ଗଙ୍କୁ ଦିଆଗଲା। ସେମାନେ ହେଲେ ଯିଷ୍ରିୟେଲ, କସୁଲ୍ଲୋତ ଓ ସୁନେମ୍।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


“ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।


ତୁମ୍ଭେ ଗୁଲିବାଣ୍ଟ ଦ୍ୱାରା ଦେଶ ଭାଗ କରିବା ଉଚିତ୍। ସେମାନେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।


ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍ ଶାସକ ଥିଲେ।


ଶିମିୟୋନ ପରିବାରବର୍ଗରୁ 12,000 ଲେବୀ ପରିବାରବର୍ଗରୁ 12,000 ଇସାଖର ପରିବାରବର୍ଗରୁ 12,000


Swiv nou:

Piblisite


Piblisite