Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:2 - ପବିତ୍ର ବାଇବଲ

2 ସେମାନେ ଯାହାସବୁ ପାଇଲେ ତାହା ସବୁ ହେଲା, ‌ବେ‌ର୍‌ଶେବା ଓ ମୋଲାଦା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେରଶେବା ବା ଶେବା ଓ ମୋଲାଦା

Gade chapit la Kopi

ଓଡିଆ ବାଇବେଲ

2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା

Gade chapit la Kopi




ଯିହୋଶୂୟ 19:2
8 Referans Kwoze  

ହ‌ତ୍‌ସର-ଶିୟାଲ, ‌ବେ‌ର୍‌ଶେବା, ବିଷିୟୋଥିୟା,


ଏଣୁ ସେହି ସ୍ଥାନର ନାମ ‌ବେ‌ର୍‌ଶେବା ହେଲା, ସେ ସେହି କୂପର ନାମ ଏପରି ଦେଲେ, କାରଣ ସେହି ସ୍ଥାନରେ ଉଭୟ ପ୍ରତିଜ୍ଞା କରିଥିଲେ।


ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।


ଅମାମ୍, ଶମା, ମେଲାଦା,


ଏହା ପରେ ଯିହୋଶୂୟ ଶିମିୟୋନ ପରିବାରବର୍ଗମାନଙ୍କ ଗୋଷ୍ଠୀକୁ ସେମାନଙ୍କର ଅଧିକାର ଭୂମି ଦେଲେ। ତାଙ୍କୁ ଯେଉଁ ଭୂମି ଦିଆଗଲା, ତାହା ଯିହୁଦାର ଅନ୍ତର୍ଗତ ଥିଲା।


ହ‌ତ୍‌ସରଶିୟାଲ୍ ଓ ବାଲା ଏବଂ ଏ‌ତ୍‌ସମ୍।


Swiv nou:

Piblisite


Piblisite