Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:27 - ପବିତ୍ର ବାଇବଲ

27 ଏହା ପରେ ଏହାର ସୀମା ପୂର୍ବ ଦିଗରେ ବୈଥଦାଗୁନ୍ ଆଡ଼େ ଥିଲା। ଏହି ସୀମା ବୈଥ୍ଏମକ୍ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଥିଲା। ଏହାର ବାମ ଦିଗରେ ଥିଲା କାବୂଲ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ସୂର୍ଯ୍ୟୋଦୟ ଦିଗରେ ବୈଥ୍-ଦାଗୁନ୍ ଆଡ଼େ ବୁଲି ବୈଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନ୍ସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ

Gade chapit la Kopi

ଓଡିଆ ବାଇବେଲ

27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ

Gade chapit la Kopi




ଯିହୋଶୂୟ 19:27
5 Referans Kwoze  

ତେଣୁ ସେ କହିଲା, “ହେ ମୋର ଭାଇ, ଏସବୁ କି ନଗର ମୋତେ ଦେଇଅଛ?” ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ଅଦ୍ୟାପି ସେ ଦେଶର ନାମ କାବୁଲ ଅଛି।


ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।


ଗଦେରୋତ୍, ବୈଥ୍-ଦାଗୋନ୍, ନୟମା, ମ‌କ୍‌କେଦା ଗ୍ରାମ ସମେତ ଏହିପରି ଷୋହଳ ନଗର ଥିଲା ଏବଂ ଏଥିର ଚତୁର୍ପାର୍ଶ୍ୱସ୍ଥ ଭୂମି ସମୂହ।


ଉତ୍ତର ଦିଗରେ ସେହି ସୀମା ଘେରି ରହିଥିଲା ହନ୍ନାଥୋନ ପର୍ଯ୍ୟନ୍ତ। ଏହାର ସୀମା ଯିପ୍ତହେଲ୍ ଉପତ୍ୟକା ପର୍ଯ୍ୟନ୍ତ ଲାଗିଥିଲା।


ଅଲମେଲକ୍, ଅମିୟାଦ୍ ଓ ମିଶାଲ୍ ଏବଂ ଏହା ପଶ୍ଚିମ ଦିଗରେ କର୍ମିଲ ଶୀହୋର୍-ଲିବନତ୍ ପର୍ଯ୍ୟନ୍ତ ଥିଲା।


Swiv nou:

Piblisite


Piblisite