Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:31 - ପବିତ୍ର ବାଇବଲ

31 ଯେଉଁଟାକି ଆଶେରର ପରିବାରବର୍ଗକୁ ଦିଆଯାଇଥିଲା। ସେହି ପରିବାରବର୍ଗର ପ୍ରତ୍ୟେକ ପରିବାର ନିଜ ନିଜର ପ୍ରାପ୍ୟ ଭୂମି ଭାଗ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।

Gade chapit la Kopi

ଓଡିଆ ବାଇବେଲ

31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।

Gade chapit la Kopi




ଯିହୋଶୂୟ 19:31
5 Referans Kwoze  

“ଆଶେର ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ। ସେ ରାଜାଙ୍କୁ ରାଜକୀୟ ଭକ୍ଷ୍ୟ ଯୋଗାଇବ।


ଉମ୍ମା, ଅଫେକ୍ ଓ ରହୋବ ଏହିପରି ଗ୍ରାମ ସମେତ ବାଇଶିଟି ନଗର ଥିଲା।


ଏହାର ଷଷ୍ଠାଂଶଟି ନପ୍ତାଲିର ପରିବାରବର୍ଗଙ୍କୁ ଦିଆଗଲା। ଏବଂ ସେହି ପରିବାରବର୍ଗର ପ୍ରତ୍ୟକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।


Swiv nou:

Piblisite


Piblisite