ଯିହୋଶୂୟ 19:33 - ପବିତ୍ର ବାଇବଲ33 ସେମାନେ ଯେଉଁସବୁରୁ ଭୂମି ପାଇଥିଲେ, ସେ ସବୁର ସୀମା ଏହିପରି ଥିଲା। ଏହା ସାନନ୍ନୀମ ନିକଟସ୍ଥ ହେଲ୍ଫଠାରୁ ଆରମ୍ଭ ହେଲା। ଏହାର ସୀମା ଆଦାମୀ ଯବ୍ନିୟେଲଠାରୁ ନେକ୍ବ ମଧ୍ୟଦେଇ ଗଲା। ଏହାର ସୀମା ଲକ୍କୁମ ଓ ଯର୍ଦ୍ଦନ ନଦୀ ଶେଷଭାଗ ଯାଏ ଲାଗିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଆଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରା; ଥିଲା। Gade chapit laଓଡିଆ ବାଇବେଲ33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା। Gade chapit la |