Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:34 - ପବିତ୍ର ବାଇବଲ

34 ଏହାର ସୀମା ପଶ୍ଚିମ ଦିଗରେ ଅ‌‌ସ୍‌‌ନୋ‌ତ୍‌ତାବୋରକୁ ଲାଗିଥିଲା। ସେଠାରୁ ହୁ‌କ୍‌କୋକ୍ ପର୍ଯ୍ୟନ୍ତ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଯର୍ଦ୍ଦନ ନିକଟ ଯିହୁଦା ପର୍ଯ୍ୟନ୍ତ ଲାଗିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ୍ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।

Gade chapit la Kopi

ଓଡିଆ ବାଇବେଲ

34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍‍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।

Gade chapit la Kopi




ଯିହୋଶୂୟ 19:34
5 Referans Kwoze  

ମୋଶା ନପ୍ତାଲିଙ୍କ ବିଷୟରେ ଏହିକଥା କହିଲେ, “ନପ୍ତାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହେବ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।”


ଏସବୁର ସୀମା ତାଙ୍କର ତାବୋର ଶହ‌ତ୍‌ସୀସ୍ ଓ ବୈ‌ଥ୍‌ଶେମଶ ପର୍ଯ୍ୟନ୍ତ ଥିଲା। ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମେତ ଏହି ଷୋହଳଟି ନଗର ସେମାନଙ୍କର ଅଧୀନରେ ଥିଲା।


ପୁଣି ସାରୀଦରୁ ପୂର୍ବ ଦିଗରେ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଲାଗିଥିଲା। ଏହି ସୀମା ଦାବରତକୁ ଲାଗି ଯାଫିୟ ପର୍ଯ୍ୟନ୍ତ ଥିଲା।


ସେମାନେ ଯେଉଁସବୁରୁ ଭୂମି ପାଇଥିଲେ, ସେ ସବୁର ସୀମା ଏହିପରି ଥିଲା। ଏହା ସାନନ୍ନୀମ ନିକଟସ୍ଥ ହେ‌ଲ୍‌ଫଠାରୁ ଆରମ୍ଭ ହେଲା। ଏହାର ସୀମା ଆଦାମୀ ଯ‌‌ବ୍‌‌ନିୟେଲଠାରୁ ନେକ୍‌ବ ମଧ୍ୟଦେଇ ଗଲା। ଏହାର ସୀମା ଲ‌କ୍‌କୁମ ଓ ଯର୍ଦ୍ଦନ ନଦୀ ଶେଷଭାଗ ଯାଏ ଲାଗିଥିଲା।


ଏହାର ସୀମାରେ କେତେଗୁଡ଼ିଏ ଶକ୍ତିଶାଳୀ ନଗର ଥିଲା। ସେଗୁଡ଼ିକ ହେଲା ସବୀମ, ସେର, ହମ୍ମତ, ର‌କ୍‌କତ୍ ଓ କିନ୍ନେରତ୍।


Swiv nou:

Piblisite


Piblisite