Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:40 - ପବିତ୍ର ବାଇବଲ

40 ଏହା ପରେ ଦାନ୍ ପରିବାରବର୍ଗମାନଙ୍କୁ ସପ୍ତମ ବାଣ୍ଟ ଉଠିଲା, ସେହି ଭୂମିର ସମସ୍ତ ଭାଗଟି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।

Gade chapit la Kopi




ଯିହୋଶୂୟ 19:40
7 Referans Kwoze  

ସେହି ପରିବାରବର୍ଗର ପ୍ରତ୍ୟେକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।


ଏହିସବୁ ଭୂମି ଯାହାକି ସେମାନଙ୍କୁ ଦିଆଯାଇଥିଲା, ସେଗୁଡ଼ିକ ହେଲା ସରିୟ, ଇଷ୍ଟାୟୋଲ, ଇରଶେମଶ,


ସେହି ସମୟରେ ଇସ୍ରାଏଲ ମଧ୍ୟରେ ରାଜା ନ ଥିଲେ। ସେହି ସମୟରେ ଦାନ୍ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖୋଜୁଥିଲେ। କାରଣ ସେ ପର୍ଯ୍ୟନ୍ତ ସେମାନେ ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭୂମି ପାଇ ନ ଥିଲେ।


“ଉତ୍ତର ସୀମା ଭୂମଧ୍ୟସାଗରଠାରୁ ପୂର୍ବକୁ ହ‌‌ତ୍‌‌ଲୋନ, ହମାତ୍ ମଧ୍ୟରେ ଏବଂ ହ‌‌ତ୍‌‌ସରେ-ଐନନ୍ ପର୍ଯ୍ୟନ୍ତ ବିସ୍ତାର କରିଥିଲା। ଏହା ଦମ୍ମେଶକ ଓ ହମାତର ସୀମା ଉପରେ ଥିଲା। ପରିବାରବର୍ଗଙ୍କ ନିମନ୍ତେ ପୂର୍ବରୁ ପଶ୍ଚିମ ସୀମା ମଧ୍ୟରେ ଦେଶ ବିଭାଗ ହେବ ଓ ଉତ୍ତରରୁ ଦକ୍ଷିଣ ସୀମା ମଧ୍ୟରେ ପରିବାରବର୍ଗଙ୍କ ପାଇଁ ଦେଶ ବିଭାଗ ହେବ। ଆଉ ପରିବାରବର୍ଗଙ୍କ ନାମ ଏହିପରି ଯଥା: ଦାନ, ଆଶେର, ନପ୍ତାଲି, ମନଃଶି, ଇଫ୍ରୟିମ, ରୁବେନ୍ ଓ ଯିହୁଦା।


ଦାନ ଓ ନପ୍ତାଲି ରାହେଲର ଦାସୀ ବିଲହାର ସନ୍ତାନ।


ତୁମ୍ଭେ ଗୁଲିବାଣ୍ଟ ଦ୍ୱାରା ଦେଶ ଭାଗ କରିବା ଉଚିତ୍। ସେମାନେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।


ଏହିପରି ଯିହୋଶୂୟ ସମସ୍ତ ପର୍ବତମୟ ଦେଶ ନେଗେଭ, ଦକ୍ଷିଣସ୍ଥ ଓ ପୂର୍ବସ୍ଥ ପାଦଦେଶୀୟ ରାଜାଙ୍କୁ ମଧ୍ୟ ହତ୍ୟା କଲେ। ସେ କାହାରିକୁ ସେଠାରେ ଜୀବିତ ଛାଡ଼ିଲେ ନାହିଁ। କାରଣ ସଦାପ୍ରଭୁ ଇସ୍ରାଏଲକୁ ଏପରି କରିବା ପାଇଁ ନିର୍ଦ୍ଦେଶ ଦେଲେ।


Swiv nou:

Piblisite


Piblisite