Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:41 - ପବିତ୍ର ବାଇବଲ

41 ଏହିସବୁ ଭୂମି ଯାହାକି ସେମାନଙ୍କୁ ଦିଆଯାଇଥିଲା, ସେଗୁଡ଼ିକ ହେଲା ସରିୟ, ଇଷ୍ଟାୟୋଲ, ଇରଶେମଶ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେମାନଙ୍କ ଅଧିକାରର ସୀମା ସରୀୟ ଓ ଇଷ୍ଟାୟୋଲ ଓ ଇରଶେମଶ୍ ଯିହୋ.୧୫:୩୩

Gade chapit la Kopi

ଓଡିଆ ବାଇବେଲ

41 ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍

Gade chapit la Kopi




ଯିହୋଶୂୟ 19:41
9 Referans Kwoze  

ସରା, ଅୟାଲୋନ୍ ଓ ହିବ୍ରୋଣର ନଗର ସବୁର ମରାମତି କଲେ। ଯିହୁଦା ଓ ବିନ୍ୟାମୀନର ଏହି ନଗରଗୁଡ଼ିକ ଦୃଢ଼ କରାଗଲା।


କିରିୟତ୍-ଯିୟାରୀମ ପରିବାର ବର୍ଗମାନେ ଥିଲେ, ଯିତ୍ରୀୟ, ପୁଥୀୟ, ଶୂମାଥୀୟ ଓ ମିଶ୍ରାୟୀୟ। ସରାୟୀୟ ଓ ଇଷ୍ଟାୟୋଲୀୟଗଣ ମିଶ୍ରାୟୀୟରୁ ଆସିଥିଲେ।


ଏଣୁ ଦା‌ନ୍‌ର ପରିବାରବର୍ଗ ସେମାନଙ୍କ ପରିବାରବର୍ଗରୁ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରିୟ ଓ ଇଷ୍ଟାୟୋଲଠାରୁ ପଠାଇଲେ, ସେମାନେ ସେମାନଙ୍କୁ କହିଲେ, “ଯାଅ ଏବଂ ଆଉ କିଛି ଅଧିକ ଦେଶ ଅନୁସନ୍ଧାନ କର।” ସେହି ପାଞ୍ଚ ଜଣ ଇଫ୍ରୟିମ-ପର୍ବତମୟସ୍ଥ ଦେଶସ୍ଥିତ ମୀଖାର ଗୃହରେ ରାତ୍ରି ଯାପନ କଲେ।


ଏହା ପରେ ତାଙ୍କର ଭାତୃଗଣ ଓ ପିତୃଗୃହସ୍ଥ ପରିବାର ଆସିଲେ ଓ ତାଙ୍କର ମୃତ ଶରୀରକୁ ନେଇଗଲେ। ସେମାନେ ତାଙ୍କୁ ତାଙ୍କର ପିତାଙ୍କର କବର ସ୍ଥାନରେ କବର ଦେଲେ, ଯେଉଁଟାକି ସରିୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ। ସେ କୋଡ଼ିଏ ବର୍ଷ ଧରି ଇସ୍ରାଏଲମାନଙ୍କର ବିଗ୍ଭରକ ଥିଲେ।


ସଦାପ୍ରଭୁଙ୍କର ଆତ୍ମା ତା'ର ଅନ୍ତରରେ କାମ କରିବାକୁ ଆରମ୍ଭ କଲା, ଯେତେବେଳେ ସେ ମହନୀ-ଦାନରେ ଥିଲା, ଯାହାକି ସରିୟ ଓ ଇଷ୍ଟାୟୋଲ ନଗର ଦ୍ୱୟ ମଧ୍ୟରେ ଥିଲା।


ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା।


ଯିହୁଦାର ବଂଶ ପଶ୍ଚିମ ପର୍ବତ ପାର୍ଶ୍ୱସ୍ଥ ତଳଭୂମି ନଗରଗୁଡ଼ିକ ଅଧିକାରକୁ ନେଲେ। ସେଗୁଡ଼ିକ ହେଲା, ଇଷ୍ଟାୟୋଲ, ସରିୟ ଓ ଆ‌‌ସ୍‌‌ନା,


ଏହା ପରେ ଦାନ୍ ପରିବାରବର୍ଗମାନଙ୍କୁ ସପ୍ତମ ବାଣ୍ଟ ଉଠିଲା, ସେହି ଭୂମିର ସମସ୍ତ ଭାଗଟି ଦିଆଗଲା।


ଶା‌ଲ୍‌ବୀମ୍, ଅୟାଲୋନ୍ ଓ ଯି‌ତ୍‌ଲା,


Swiv nou:

Piblisite


Piblisite