Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:43 - ପବିତ୍ର ବାଇବଲ

43 ଏଲୋନ୍, ତିମ୍ନାଥା ଓ ଇକ୍ରୋଣ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ

Gade chapit la Kopi

ଓଡିଆ ବାଇବେଲ

43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ

Gade chapit la Kopi




ଯିହୋଶୂୟ 19:43
11 Referans Kwoze  

ଅନେକ ସମୟ ପରେ ଶୂୟର କନ୍ୟା, ଯିହୁଦାର ସ୍ତ୍ରୀ ମୃତ୍ୟୁବରଣ କଲା। ଯେତେବେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମେଷମାନଙ୍କ ବାଳ କାଟିବା ପାଇଁ ତା'ର ବନ୍ଧୁ ହୀରା ସହିତ ଗଲା।


ଆଉ ମଧ୍ୟ ଅ‌‌ସ୍‌‌ଦୋଦର ସିଂହାସନରେ ବସିଥିବା ଲୋକଟିକୁ ଧ୍ୱଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ୟ ବିନାଶ କରିବା। ଇକ୍ରୋଣର ଲୋକମାନଙ୍କୁ ମଧ୍ୟ ଆମ୍ଭେ ଦଣ୍ତ ଦେବା। ତା'ପରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସେମାନେ ମଧ୍ୟ ମୃତ୍ୟୁବରଣ କରିବେ।” ସଦାପ୍ରଭୁ ପରମେଶ୍ୱର ଏହିସବୁ କହିଥିଲେ।


ଏହା ପରେ ସେମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଇକ୍ରୋଣକୁ ପଠାଇଲେ। ଯେତେବେଳେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଆସିଲା। ଇକ୍ରୋଣୀୟମାନେ ଚିତ୍କାର କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକଙ୍କୁ ବଧ କରିବା ପାଇଁ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଛ।”


ଯିହୁଦାର ଲୋକମାନେ ମଧ୍ୟ ଏହି ସହରଗୁଡ଼ିକ ତାଙ୍କ ଅଧିକାରକୁ ଆଣିଲେ, ସେଗୁଡ଼ିକ ହେଲା, ଇକ୍ରୋଣ, ତା'ର ଉପନଗର ଓ ତା'ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ।


ଶା‌ଲ୍‌ବୀମ୍, ଅୟାଲୋନ୍ ଓ ଯି‌ତ୍‌ଲା,


ଇ‌ଲ‌ତ୍‌କୀ, ଗିବୋଥୋନ ଓ ବାଲତ୍,


କୟିନ, ଗିବିୟା, ତିମ୍ନା, ଏହିସବୁ ଗ୍ରାମ ସମେତ ଦଶ ନଗର ଓ ଗ୍ରାମ ସମେତ ଥିଲା।


ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମରେ ବାସ କରିବାକୁ ମନସ୍ଥ କଲେ। ତଥାପି ଯୋଷେଫଙ୍କର ପରିବାରବର୍ଗ ଶକ୍ତିଶାଳୀ ହୁଅନ୍ତେ ସେମାନେ କ୍ରୀତଦାସ ହୋଇ ରହିଲେ।


ଶା‌ଲ୍‌ବୋନୀୟ ଇଲିୟହବା, ଯାଶେନର ପୁତ୍ରଗଣ, ଯୋନାଥନ


ମାକସ୍, ଶାଲବୀମ୍, ବୈଥ୍-ଶେମଶ, ଓ ଏଲୋନ-ବୈଥାନନର ଶାସନକର୍ତ୍ତା ଥିଲେ, ବିନ୍-ଦେକର।


Swiv nou:

Piblisite


Piblisite