ଯିହୋଶୂୟ 19:49 - ପବିତ୍ର ବାଇବଲ49 ଏହିପରି ଭାବରେ ସେମାନଙ୍କ ମୂଖ୍ୟ ଭୂମିକୁ ଭାଗ କଲେ ଓ ସେଗୁଡ଼ିକ ସମସ୍ତ ପରିବାରବର୍ଗମାନଙ୍କୁ ବାଣ୍ଟିଲେ। ଏହା ସେ ଶେଷ କରିଲା ପରେ, ଇସ୍ରାଏଲୀୟ ଲୋକମାନେ ସ୍ଥିର କଲେ ନୂନର ପୁତ୍ର ଯିହୋଶୂୟଙ୍କୁ କିଛି ଭୂମି ଦେବାକୁ। ଏହିସବୁ ଭୂମି ତାଙ୍କୁ ଦିଆଯିବା ପାଇଁ ପ୍ରତିଜ୍ଞା କରାଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ। Gade chapit laଓଡିଆ ବାଇବେଲ49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ। Gade chapit la |