Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:8 - ପବିତ୍ର ବାଇବଲ

8 ବାଲ‌‌‌ତ୍‌‌‌-ବେର ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ସହରସବୁ ପାଇଲେ। ସେହି ଭୂମି ଶିମିୟୋନଙ୍କର ପରିବାରବର୍ଗକୁ ଦିଆଗଲା (ଦିଗସ୍ଥିତ ରାମତ୍) ପ୍ରତ୍ୟେକ ପରିବାର ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।

Gade chapit la Kopi

ଓଡିଆ ବାଇବେଲ

8 ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।

Gade chapit la Kopi




ଯିହୋଶୂୟ 19:8
4 Referans Kwoze  

ବାଲ୍ ପରି କେତୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ୟ ଥିଲା। ଏହିସବୁ ସ୍ଥାନରେ ସେମାନେ ବାସ କରୁଥିଲେ। ଆହୁରି ମଧ୍ୟ ସେମାନେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ।


ଅମାଲେକୀୟମାନଙ୍କ ନିକଟରୁ ଆଣିଥିବା ଦ୍ରବ୍ୟ ଦାଉଦ କିଛି ବୈଥେ‌ଲ୍‌ର ପ୍ରାଚୀନମାନଙ୍କୁ, ନେଗେଭର ରାମା ଓ ଯତ୍ତୀର ନେତାମାନଙ୍କ ନିକଟକୁ ପଠାଇଲେ।


ଐନ୍, ରିମ୍ମୋନ୍, ଏଥର ଓ ଆଶନ୍ ଗ୍ରାମ ସମେତ ଏହିପରି ଗ୍ଭରୋଟି ନଗର ଥିଲା।


ଶିମିୟୋନ ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା। ଏଥିପାଇଁ ଶିମିୟୋନ ସନ୍ତାନଗଣ ସେମାନଙ୍କର ଅଧିକାର ମଧ୍ୟରେ ଅଧିକାର ପାଇଲେ।


Swiv nou:

Piblisite


Piblisite