Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:13 - ପବିତ୍ର ବାଇବଲ

13 ମୋତେ କୁହ ଯେ ତୁମ୍ଭେ ମୋର ପରିବାରବର୍ଗକୁ ବଞ୍ଚାଇ ରଖିବ। ମୋର ପିତା, ମାତା, ଭାଇମାନଙ୍କୁ, ଭଉଣୀମାନଙ୍କୁ ଏବଂ ତାଙ୍କର ସମସ୍ତ ପରିବାରବର୍ଗଙ୍କୁ ରକ୍ଷା କରିବ। ଦୟାକରି ଆମ୍ଭମାନଙ୍କ ଜୀବନକୁ ମୃତ୍ୟୁମୁଖରୁ ରକ୍ଷା କରିବ ବୋଲି ପ୍ରତିଜ୍ଞା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।”

Gade chapit la Kopi




ଯିହୋଶୂୟ 2:13
3 Referans Kwoze  

ଏଣୁ ମୁଁ ଗ୍ଭହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କର। ମୁଁ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇଅଛି। ଏଥିପାଇଁ ତୁମ୍ଭେମାନେ ମଧ୍ୟ ମୋର ପରିବାର ପାଇଁ ଦୟା ଦେଖାଇବ। ଏ ବିଷୟରେ ମୋତେ ଏକ ସତ୍ୟ ଚିହ୍ନ ଦିଅ।


ସେମାନେ ଏଥିରେ ସମ୍ମତ ହେଲେ ଓ କହିଲେ, “ତୁମ୍ଭେ ଯେବେ ଆମ୍ଭେମାନେ ଯାହା କରୁଛୁ ପ୍ରକାଶ ନ କରିବ, ତେବେ ଆମ୍ଭମାନଙ୍କର ପ୍ରାଣ ବଦଳରେ ତୁମ୍ଭମାନଙ୍କର ପ୍ରାଣ ରକ୍ଷା କରିବୁ। ଆଉ ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏ ଦେଶ ଦେବେ, ଆମ୍ଭେ ତୁମ୍ଭ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦର୍ଶନ କରିବୁ।”


ତେଣୁ ସେ ଦୁଇ ଜଣ ଗୁପ୍ତଚର ଗୃହ ମଧ୍ୟକୁ ପ୍ରବେଶ କଲେ ଏବଂ ରାହାବକୁ ବାହାରକୁ ଆଣିଲେ। ସେମାନେ ମଧ୍ୟ ରାହାବର ପିତା, ମାତା, ଭଉଣୀ ଏବଂ ତା'ର ସମସ୍ତ ପରିବାରବର୍ଗ ଏବଂ ତାହା ସହିତ ଥିବା ସମସ୍ତ ଲୋକମାନଙ୍କୁ ବାହାରକୁ ଆଣିଲେ। ଏବଂ ସେମାନଙ୍କୁ ଇସ୍ରାଏଲର ଛାଉଣି ବାହାରେ ନିରାପଦରେ ରଖିଲେ।


Swiv nou:

Piblisite


Piblisite