ଯିହୋଶୂୟ 2:17 - ପବିତ୍ର ବାଇବଲ17 ସେମାନେ ସ୍ତ୍ରୀଲୋକଟିକୁ କହିଲେ, “ଆମ୍ଭେ ତୁମ୍ଭକୁ କଥା ଦେଇଛୁ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରୁ ମୁକ୍ତ ହୋଇ ପାରିବୁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା। Gade chapit laଓଡିଆ ବାଇବେଲ17 ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେହି ଲୋକମାନେ ତାହାକୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା। Gade chapit la |