Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:20 - ପବିତ୍ର ବାଇବଲ

20 ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ କରୁଅଛୁ। ଆମ୍ଭେ ଯାହା କରିଅଛୁ, ଯଦି ତୁମ୍ଭେ ଏହା କାହା ଆଗରେ ପ୍ରକାଶ କର, ତେବେ ଆମ୍ଭେ ଏ ଚୁକ୍ତିରୁ ବିରତ ହେବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।

Gade chapit la Kopi

ଓଡିଆ ବାଇବେଲ

20 ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।”

Gade chapit la Kopi




ଯିହୋଶୂୟ 2:20
3 Referans Kwoze  

କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ଯାଏ ବିଶ୍ୱାସରେ ବିଶ୍ୱାସଘାତକତା କରେ। କିନ୍ତୁ ଜଣେ ବିଶ୍ୱସନୀୟ ଲୋକ ଗୁପ୍ତକଥା ଲୁଗ୍ଭଇ ରଖେ।


ଆମ୍ଭେ ସମସ୍ତଙ୍କୁ ସୁରକ୍ଷା ଦେବୁ, ଯେଉଁମାନେ କି ତୁମ୍ଭ ନିକଟରେ ଥିବେ। ଯଦି ତୁମ୍ଭ ସ୍ୱଗୃହରେ କେହି ଆଘାତ ପାଏ। ସେଥିପାଇଁ ଆମ୍ଭେ ଦାୟୀ ରହିବୁ। ଯଦି କୌଣସି ଲୋକ ତୁମ୍ଭର ଗୃହ ବାହାରକୁ ଯାଏ, ତାକୁ ହୁଏତ ହତ୍ୟା କରାଯିବ। ଆମ୍ଭେମାନେ ସେ ଲୋକର ମୃତ୍ୟୁ ପାଇଁ ଦାୟୀ ହେବୁ ନାହିଁ। ଏହା ତା'ର ନିଜର ଭୁଲ ହେବ।


ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା'ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା'ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା।


Swiv nou:

Piblisite


Piblisite