Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:22 - ପବିତ୍ର ବାଇବଲ

22 ସେହି ଲୋକମାନେ ସେ ସ୍ଥାନ ପରିତ୍ୟାଗ କରି ପର୍ବତରେ ପହଞ୍ଚିଲେ। ସେମାନେ ସେଠାରେ ତିନି ଦିନ ରହିଲେ, ରାଜାଙ୍କର ଲୋକମାନେ ସେମାନଙ୍କୁ ଗ୍ଭରିଆଡ଼େ ଖୋଜା ଖୋଜି କଲେ। ତିନି ଦିନ ପରେ, ରାଜାଙ୍କ ଲୋକମାନେ ଖୋଜିବା ବନ୍ଦ କରି ନିଜ ସହରକୁ ପ୍ରତ୍ୟାବର୍ତ୍ତନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।

Gade chapit la Kopi




ଯିହୋଶୂୟ 2:22
5 Referans Kwoze  

ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।


ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା'ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା'ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା।


ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ।


Swiv nou:

Piblisite


Piblisite