Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:23 - ପବିତ୍ର ବାଇବଲ

23 ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।

Gade chapit la Kopi




ଯିହୋଶୂୟ 2:23
4 Referans Kwoze  

ସେହି ଲୋକମାନେ ସେ ସ୍ଥାନ ପରିତ୍ୟାଗ କରି ପର୍ବତରେ ପହଞ୍ଚିଲେ। ସେମାନେ ସେଠାରେ ତିନି ଦିନ ରହିଲେ, ରାଜାଙ୍କର ଲୋକମାନେ ସେମାନଙ୍କୁ ଗ୍ଭରିଆଡ଼େ ଖୋଜା ଖୋଜି କଲେ। ତିନି ଦିନ ପରେ, ରାଜାଙ୍କ ଲୋକମାନେ ଖୋଜିବା ବନ୍ଦ କରି ନିଜ ସହରକୁ ପ୍ରତ୍ୟାବର୍ତ୍ତନ କଲେ।


ସେମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ବାସ୍ତବରେ ଆମ୍ଭକୁ ସମସ୍ତ ଦେଶ ଦାନ କରିଛନ୍ତି। ସେହି ଦେଶରେ ସମସ୍ତ ଲୋକ ଆମ୍ଭକୁ ଭୟ କରୁଛନ୍ତି।”


ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ।


ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”


Swiv nou:

Piblisite


Piblisite