ଯିହୋଶୂୟ 20:3 - ପବିତ୍ର ବାଇବଲ3 ଯଦି କୌଣସି ନରହତ୍ୟାକାରୀ ଭୁଲରେ ଓ ଅଜ୍ଞାତସାରରେ କାହାକୁ ବଧ କରେ ସେ ସେହି ନିରାପଦ ସହରକୁ ପଳାଇ ଯାଇପାରେ। ତେଣୁ ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ। Gade chapit laଓଡିଆ ବାଇବେଲ3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ। Gade chapit la |
ସ୍ତ୍ରୀଲୋକଟି କହିଲେ, “ଆପଣ ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ଶପଥ ନେଇ କହନ୍ତୁ, ଆପଣ ସେମାନଙ୍କୁ ଅଟକାଇବେ, ଯେଉଁମାନେ ତା'ର ଭାଇର ହତ୍ୟା ଯୋଗୁଁ ମୋର ପୁତ୍ରକୁ ହତ୍ୟା କରିବାକୁ ଗ୍ଭହାନ୍ତି। ଶପଥ କରନ୍ତୁ ଯେ, ଆପଣ ସେମାନଙ୍କୁ ମୋର ପୁତ୍ରକୁ ଧ୍ୱଂସ କରିବା ପାଇଁ ଦେବେ ନାହିଁ।” ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ କେହି ତୁମ୍ଭର ପୁତ୍ରର କ୍ଷତି କରି ପାରିବେ ନାହିଁ, ଏପରିକି ତା'ର ମୁଣ୍ଡର ଗୋଟିଏ ବାଳ ମଧ୍ୟ ତଳେ ପଡ଼ିବ ନାହିଁ। ରାଜା କହିଲେ, ପରମେଶ୍ୱରଙ୍କର ନାମ ଅକ୍ଷୁର୍ଣ୍ଣ ଥିବାଯାଏ କେହି ତା'ର ଚର୍ମକୁ ସ୍ପର୍ଶ କରି ପାରିବେ ନାହିଁ।”
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।