Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:13 - ପବିତ୍ର ବାଇବଲ

13 ତେଣୁ ସେମାନେ ହାରୋଣଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସେମାନେ ମଧ୍ୟ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲି‌‌ବ୍‌‌ନା ସହର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,

Gade chapit la Kopi

ଓଡିଆ ବାଇବେଲ

13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,

Gade chapit la Kopi




ଯିହୋଶୂୟ 21:13
9 Referans Kwoze  

ଯିହୁଦାର ଲୋକମାନେ ମଧ୍ୟ ଏହି ସହରଗୁଡ଼ିକ ନେଲେ, ସେଗୁଡ଼ିକ ହେଲା, ଲି‌‌ବ୍‌‌ନା, ଏଥର୍, ଅଶନ୍,


ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।


ହୁ‌ମ୍‌ଟା, କିରିୟଥ୍-ଅର୍ବ ହିବ୍ରୋଣ ଓ ସୀୟୋର, ଏହିପରି ନଅ ଗୋଟି ସହର ଓ ତା'ର ଚତୁର୍ପାର୍ଶ୍ୱରେ ଥିବା ସହର ସମୂହ।


ତା'ପରେ ଯିହୋଶୂୟ ଏବଂ ତାଙ୍କର ସମସ୍ତ ଇସ୍ରାଏଲୀୟମାନେ ମ‌କ୍‌କେଦାରୁ ଲି‌‌ବ୍‌‌ନାକୁ ଗଲେ। ଏବଂ ସେ ସହରକୁ ଆକ୍ରମଣ କଲେ।


ପ୍ରଧାନ ସେନାପତି ଫେରିଗଲେ ଏବଂ ସେତେବେଳେ ସେ ଶୁଣିବାକୁ ପାଇଲେ ଯେ, ଅଶୂରର ରାଜା ଲାଖୀ‌‌‌ଶ୍‌‌‌ର ସେନା ଛାଉଣି ଛାଡ଼ିଛନ୍ତି। ସେନାପତି ଲି‌‌‌ବ୍‌‌‌ନାରେ ରାଜା ଯୁଦ୍ଧ କରୁଥିବାର ଦେଖିଲା।


ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁସବୁ ନଗର ଦେବ ତହିଁରୁ ଛଅଟି ଆଶ୍ରୟ ନଗର ହେବ। ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ତାହା ଛଡ଼ା ଆହୁରି ବୟାଳିଶ୍‌ଟି ନଗର ହେବ।


ସେହି ନଗରର ଖୋଲା କ୍ଷେତ୍ର ଓ ତାହାର ଗ୍ରାମମାନ ସେମାନେ ଯିଫୁନ୍ନିର ପୁତ୍ର କାଲେ‌ବ୍‌କୁ ଅଧିକାର କରିବାକୁ ଦେଲେ।


ତେଣୁ ଇଦୋମୀୟ ଲୋକମାନେ ଯିହୁଦା ବିରୁଦ୍ଧରେ ବିଦ୍ରୋହ କଲେ। ସେମାନେ ଆଜି ପର୍ଯ୍ୟନ୍ତ ଯିହୁଦାର ରାଜତ୍ୱରୁ ମୁକ୍ତ ଅଛନ୍ତି। ଠିକ୍ ସେହି ସମୟରେ ଲି‌ବ୍‌ନା ମଧ୍ୟ ଯିହୁଦାର ନିୟମ ଭଙ୍ଗ କଲ।


Swiv nou:

Piblisite


Piblisite