ଯିହୋଶୂୟ 21:17 - ପବିତ୍ର ବାଇବଲ17 ପୁଣି ବିନ୍ୟାମୀନ ବଂଶରୁ ଗିବିୟୋନ ଓ ତା'ର ତଳଭୂମି, ଗେବା ଓ ତା'ର ତଳଭୂମି, Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ବିନ୍ୟାମୀନ ବଂଶରୁ ଗିବିୟୋନ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି, Gade chapit laଓଡିଆ ବାଇବେଲ17 ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି, Gade chapit la |
ସେ ସମୟରେ ଯାଜକମାନେ ବଳିଦାନ ଯିରୁଶାଲମସ୍ଥିତ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆଣିଲେ ନାହିଁ। ସେମାନେ ଯିହୁଦା ନଗର ଚତୁର୍ଦ୍ଦିଗରେ ରହିଲେ ଓ ସେହି ନଗରଗୁଡ଼ିକର ଉଚ୍ଚସ୍ଥଳୀମାନଙ୍କରେ ଦ୍ୱୀପ ଓ ନୈବେଦ୍ୟ ଜଳାଇଲେ। ସେହି ଉଚ୍ଚସ୍ଥଳୀଗୁଡ଼ିକ ଗେବାଠାରୁ ବେର୍ଶେବା ପର୍ଯ୍ୟନ୍ତ ଲାଗି ଥିଲା। ସେହି ଯାଜକମାନେ ସାଧାରଣ ଲୋକଙ୍କ ସହିତ ତାଡ଼ିଶୂନ୍ୟ ରୋଟୀ ଭୋଜନ କଲେ। ରାଜା ଯୋଶିୟ ସେହି ଉଚ୍ଚସ୍ଥଳୀଗୁଡ଼ିକୁ ଭାଙ୍ଗି ପକାଇଲେ ଓ ସେ ଯାଜକମାନଙ୍କୁ ଯିରୁଶାଲମକୁ ନେଇ ଆସିଲେ। ସେ ମଧ୍ୟ ନଗର ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ ନଗରାଧ୍ୟକ୍ଷ ଯିହୋଶୂୟର ନଗର ଦ୍ୱାରରେ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। (ଯିହୋଶୂୟ ନଗରର ଶାସକ ଥିଲେ।)