Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:25 - ପବିତ୍ର ବାଇବଲ

25 ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତା'ର ତଳଭୂମି, ଗାଥ୍‌ରିମ୍ମୋନ ଓ ତା'ର ତଳଭୂମି ଏହିପରି ଦୁଇଟି ନଗର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।

Gade chapit la Kopi

ଓଡିଆ ବାଇବେଲ

25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।

Gade chapit la Kopi




ଯିହୋଶୂୟ 21:25
6 Referans Kwoze  

କୀଣାନୀୟ ରାଜାମାନେ ଯୁଦ୍ଧ କରିଥିଲେ। ସେମାନେ କୌଣସି ସିନ୍ଦୁକ ପାଇ ନ ଥିଲେ। ସେମାନେ ମାଗିଦୋର ଜଳତୀରସ୍ଥ, ତାନକରେ ଯୁଦ୍ଧ କରିଥିଲେ।


ଇଷାଖର ଓ ଆଶେର ମଧ୍ୟରେ ବୈ‌ଥ୍‌ଶାନ୍ ଓ ତହିଁର ଉପନଗର ଯିବଲିୟମ ଓ ତା'ର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ ଐ‌ନ୍‌ଦୋର ଓ ତହିଁର ଉପନଗର ନିବାସୀଗଣ ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲେ।


ଯିହୂଦ୍, ବନେବରକ ଓ ଗାଥ୍-ରିମ୍ମୋନ୍।


ଅୟାଲୋନ ଓ ତା'ର ତଳଭୂମି, ଗାଥ୍‌ରିମ୍ମୋନ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରି ନଗର ଦେଲେ।


କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳଭୂମି ସମେତ ଦଶ ଗୋଟି ନଗର ହେଲା।


ତାନ କର ରାଜା 1 ମଗିଦ୍ଦୋର ରାଜା 1


Swiv nou:

Piblisite


Piblisite