Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:28 - ପବିତ୍ର ବାଇବଲ

28 ଇଷାଖର ପରିବାରବର୍ଗକୁ କିଶିୟୋନ ଓ ତହିଁର ତଳଭୂମି, ଦାବରତ୍ ଓ ତା'ର ତଳଭୂମି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,

Gade chapit la Kopi

ଓଡିଆ ବାଇବେଲ

28 ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,

Gade chapit la Kopi




ଯିହୋଶୂୟ 21:28
5 Referans Kwoze  

ପୁଣି ସାରୀଦରୁ ପୂର୍ବ ଦିଗରେ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଲାଗିଥିଲା। ଏହି ସୀମା ଦାବରତକୁ ଲାଗି ଯାଫିୟ ପର୍ଯ୍ୟନ୍ତ ଥିଲା।


ଗେର୍ଶୋନ୍ ପରିବାର ମଧ୍ୟ ଲେବୀୟ ପରିବାରବର୍ଗରୁ ଥିଲେ। ମନଃଶିର ଅର୍ଦ୍ଧବଂଶ ବାଶନ ଅନ୍ତର୍ଗତ ଗୋଲନ୍ ନଗର ନିରାପତ୍ତାର ନଗର ଏବଂ ବିଷ୍ଟରା ଓ ତା'ର ତଳଭୂମି ଏହି ଦୁଇଟି ନଗର ଦେଲେ।


ଯର୍ମୂତ୍ ଓ ତା'ର ତଳଭୂମି ଐନ-ଗନ୍ନିମ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରିଟି ନଗର ଦେଲେ।


ରାବ୍ବୀତ୍, କିଶିୟୋନ ଓ ଏବସ୍।


Swiv nou:

Piblisite


Piblisite