Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:31 - ପବିତ୍ର ବାଇବଲ

31 ହିଲକତ୍ ଓ ତା'ର ତଳଭୂମି, ରହୋବ୍ ଓ ତା'ର ତଳଭୂମି, ଏହିପରି ଗ୍ଭରୋଟି ନଗର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ହିଲକତ୍ ଓ ତହିଁ ତଳିଭୂମି, ରହୋବ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Gade chapit la Kopi

ଓଡିଆ ବାଇବେଲ

31 ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହିଲକତ୍‍ ଓ ତହିଁ ତଳିଭୂମି, ରହୋବ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Gade chapit la Kopi




ଯିହୋଶୂୟ 21:31
7 Referans Kwoze  

ଏହା ପରେ ସେମାନେ ବୁଲି ପଡ଼ିଲେ ଓ ସେହି ସ୍ଥାନ ପରିତ୍ୟାଗ କଲେ। ସେମାନେ ସେମାନଙ୍କର ବାଳକ, ପଶୁଗଣ ଓ ସେମାନଙ୍କର ସମସ୍ତ ସାମଗ୍ରୀ ସେମାନଙ୍କ ଆଗରେ ରଖିଲେ।


ଆଶେର ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶେର ପରିବାରବର୍ଗର ଲୋକମାନେ ଯେଉଁମାନେ ସେମାନଙ୍କ ସହିତ ଅ‌କ୍‌କୋନିବାସୀ, ସୀଦୋନ୍, ଅହଲବ୍, ଅକଷୀବ, ହିଲବା, ଅଫିକ୍ ଓ ରୋହବରୁ ବସବାସ କରୁଥିଲେ, ସେହି ଲୋକମାନଙ୍କୁ ବିତାଡ଼ିତ କଲେ ନାହିଁ।


ଏବଂ ଆଶେର ବଂଶରୁ ମିଶାଲ୍ ଓ ତା'ର ତଳଭୂମି, ଅ‌‌ବ୍‌‌ଦୋନ୍ ଓ ତା'ର ତଳଭୂମି।


ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା'ର ତଳଭୂମି, ହମୋତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।


ଯେଉଁ ଭୂମିସବୁ ସେମାନଙ୍କୁ ଦିଆଯାଇଥିଲା, ସେଗୁଡ଼ିକର ମଧ୍ୟରେ ହିଲକତ୍, ହଲୀ, ବେଟନ୍ ଓ ଅକଷଫ୍ ଥିଲା।


ଏହାର ସୀମା ଇବ୍ରୋଣ, ରହୋବ୍ ହମ୍ମୋନ୍, କାନ୍ନା ଓ ସୁଦୂର ମହାସୀଦୋନ୍ ପର୍ଯ୍ୟନ୍ତ ଲାଗିଥିଲା।


Swiv nou:

Piblisite


Piblisite