Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:32 - ପବିତ୍ର ବାଇବଲ

32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା'ର ତଳଭୂମି, ହମୋତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।

Gade chapit la Kopi

ଓଡିଆ ବାଇବେଲ

32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।

Gade chapit la Kopi




ଯିହୋଶୂୟ 21:32
8 Referans Kwoze  

ଗେର୍ଶୋନଙ୍କ ପରିବାର ଆହୁରି ମଧ୍ୟ ନପ୍ତାଲି ଗୋଷ୍ଠୀଙ୍କଠାରୁ ଗାଲିଲୀର କେଦଶ, ହମ୍ମୋନ୍ ଓ କିରିୟାଥୟିମ୍ ସହର ମଧ୍ୟ ପ୍ରାପ୍ତ ହେଲେ। ସେହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ୟ ସେମାନେ ଲାଭ କଲେ।


ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।


କେଦଶ, ଇଦ୍ରିୟୀ ଓ ଐନ ହା‌ତ୍‌ସୋର,


ଏହାର ସୀମାରେ କେତେଗୁଡ଼ିଏ ଶକ୍ତିଶାଳୀ ନଗର ଥିଲା। ସେଗୁଡ଼ିକ ହେଲା ସବୀମ, ସେର, ହମ୍ମତ, ର‌କ୍‌କତ୍ ଓ କିନ୍ନେରତ୍।


କେଦଶର ରାଜା 1 କର୍ମିଲସ୍ଥ ଯଗ୍ନିଯାମର ରାଜା 1


ହିଲକତ୍ ଓ ତା'ର ତଳଭୂମି, ରହୋବ୍ ଓ ତା'ର ତଳଭୂମି, ଏହିପରି ଗ୍ଭରୋଟି ନଗର ଦେଲେ।


ନିଜ ନିଜ ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳଭୂମି ସମେତ ତେରଟି ନଗର ପାଇଲେ।


ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ।


Swiv nou:

Piblisite


Piblisite