Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:33 - ପବିତ୍ର ବାଇବଲ

33 ନିଜ ନିଜ ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳଭୂମି ସମେତ ତେରଟି ନଗର ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।

Gade chapit la Kopi

ଓଡିଆ ବାଇବେଲ

33 ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।

Gade chapit la Kopi




ଯିହୋଶୂୟ 21:33
3 Referans Kwoze  

ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା'ର ତଳଭୂମି, ହମୋତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।


ଏହା ପରେ ସେମାନେ ମରାରି ସନ୍ତାନଗଣର ପରିବାରବର୍ଗନୁସାରେ ଅବଶିଷ୍ଟ ଲେବୀୟ ଗୋଷ୍ଠୀଙ୍କୁ, ସବୂଲୂନ ବଂଶରୁ ଯଗ୍ନିୟାମ୍ ଓ ତା'ର ତଳଭୂମି କାର୍ତ୍ତା ଓ ତା'ର ତଳଭୂମି,


ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରୁ ଏବଂ ଆଶେର ବଂଶ, ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେରଟି ନଗର ପାଇଲେ।


Swiv nou:

Piblisite


Piblisite