ଯିହୋଶୂୟ 21:41 - ପବିତ୍ର ବାଇବଲ41 ଏହିପରି ଭାବରେ ଲେବୀୟମାନେ ଅଠଗ୍ଭଳିଶ୍ଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାରରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟ-ମାନଙ୍କର ହେଲା। Gade chapit laଓଡିଆ ବାଇବେଲ41 ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା। Gade chapit la |