ଯିହୋଶୂୟ 21:44 - ପବିତ୍ର ବାଇବଲ44 ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ କରିଥିବା ତାଙ୍କର ସମସ୍ତ ଶପଥ ଅନୁସାରେ ଗ୍ଭରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ। ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କର ଆଗରେ ଠିଆ ହୋଇ ପାରିଲେ ନାହିଁ। ସଦାପ୍ରଭୁ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Gade chapit laଓଡିଆ ବାଇବେଲ44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Gade chapit la |
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା'ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”