ଯିହୋଶୂୟ 22:23 - ପବିତ୍ର ବାଇବଲ23 ଯଦି ଆମ୍ଭେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କରି ଥାଉ, ତେବେ ସଦାପ୍ରଭୁ ଆମ୍ଭକୁ ସ୍ୱହସ୍ତରେ ଦଣ୍ତ ଦିଅନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ଵୟଂ ତହିଁର ପ୍ରତିଫଳ ଦେଉନ୍ତୁ; Gade chapit laଓଡିଆ ବାଇବେଲ23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ; Gade chapit la |
ତୁମ୍ଭେମାନେ କ’ଣ ବିଶ୍ୱାସ କରୁଛ ଯେ ଆମ୍ଭେମାନେ ଏହି ଯଜ୍ଞବେଦିରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ କ’ଣ ତିଆରି କରିଛୁ? ନାଁ ଆମ୍ଭେ ଏଥିପାଇଁ ଏହାକୁ ତିଆରି କରି ନାହୁଁ। ତେବେ କାହିଁକି ଆମ୍ଭେମାନେ ଯଜ୍ଞବେଦି ନିର୍ମାଣ କଲୁ? ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଗ୍ଭର କରି ଏହା କରିଅଛୁ। ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ କି ସମ୍ପର୍କ।