ଯିହୋଶୂୟ 23:1 - ପବିତ୍ର ବାଇବଲ1 ସଦାପ୍ରଭୁ ଇସ୍ରାଏଲବାସୀଙ୍କୁ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଶତ୍ରୁଙ୍କଠାରୁ ଶାନ୍ତି ପ୍ରଦାନ କଲେ। ଇସ୍ରାଏଲଙ୍କୁ ନିରାପତ୍ତା ଦେଲେ। ଏହିପରି ବହୁତ ଦିନପରେ ଯିହୋଶୂୟ ବୃଦ୍ଧ ହୋଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା, Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା, Gade chapit la |
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।