ଯିହୋଶୂୟ 23:10 - ପବିତ୍ର ବାଇବଲ10 ସଦାପ୍ରଭୁଙ୍କ ସହାୟତାରେ ଇସ୍ରାଏଲର ଯେକୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରି ପାରିବ। କାହିଁକି ଜାଣ? ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି। Gade chapit laଓଡିଆ ବାଇବେଲ10 ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି। Gade chapit la |
ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।