ଯିହୋଶୂୟ 24:31 - ପବିତ୍ର ବାଇବଲ31 ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଉପାସନା କରିଥିଲେ, ତାଙ୍କର ମୃତ୍ୟୁପରେ ମଧ୍ୟ ସେମାନେ ସଦାପ୍ରଭୁଙ୍କର ଉପାସନା କଲେ। ସେମାନଙ୍କର ବୟୋଜ୍ୟେଷ୍ଠଗଣ ବଞ୍ଚିଥିଲା ଯାଏ ସେମାନେ ସଦାପ୍ରଭୁଙ୍କର ଉପାସନା କରିବା ଜାରି ରଖିଲେ। ଏହି ମୂଖିଆମାନେ ଦେଖିଥିଲେ ସଦାପ୍ରଭୁ ଇସ୍ରାଏଲକୁ ଯାହା କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ। Gade chapit laଓଡିଆ ବାଇବେଲ31 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ। Gade chapit la |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।