ଯିହୋଶୂୟ 24:33 - ପବିତ୍ର ବାଇବଲ33 ହାରୋଣର ପୁତ୍ର, ଇଲିୟାସର ମଲେ, ଓ ଇଫ୍ରୟିମର ପାର୍ବତ୍ୟମୟ ଦେଶର ଗିବିୟାଠାରେ ତାଙ୍କୁ କବର ଦିଆଗଲା। ତାଙ୍କର ପୁତ୍ର ପୀନହସ୍କୁ ଗିବିୟୋନ ଦିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)33 ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ। Gade chapit laଓଡିଆ ବାଇବେଲ33 ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ। Gade chapit la |
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”
ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।