Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:4 - ପବିତ୍ର ବାଇବଲ

4 ଏବଂ ଇ‌‌ସ୍‌‌ହାକକୁ ଦୁଇଟି ପୁତ୍ର ଦେଲି, ସେମାନେ ହେଲେ, ଯାକୁବ ଓ ଏଷୌ। ଏବଂ ଏଷୌକୁ ସେୟୀର ପର୍ବତ ଓ ତା'ର ପାର୍ଶ୍ୱବର୍ତ୍ତୀ ଭୂମି ଦେଲି। ଯାକୁବ ଏବଂ ତାଙ୍କର ସନ୍ତାନମାନେ ସେଠାରେ ବାସ କଲେ ନାହିଁ। ସେମାନେ ବାସ କରିବାକୁ ମିଶରକୁ ପଳାଇ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଆମ୍ଭେ ଇସ୍‍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଆମ୍ଭେ ଇସ୍‍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।

Gade chapit la Kopi




ଯିହୋଶୂୟ 24:4
9 Referans Kwoze  

ସେମାନଙ୍କ ସହିତ ଯୁଦ୍ଧ କର ନାହିଁ, ମୁଁ ତୁମ୍ଭମାନଙ୍କୁ ସେହି ଦେଶ ଦେବି ନାହିଁ। ଏପରିକି ସେହି ଭୂମିରୁ ପାଦେ ମଧ୍ୟ ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। କାରଣ ମୁଁ ସେହି ପର୍ବତମୟ ଦେଶ ସେୟୀରକୁ, ଏଷୌକୁ ଉତ୍ତରାଧିକାରୀ ସୁତ୍ରରେ ଦେଇଅଛି।


ଏଷୌ ମଧ୍ୟ ଇଦୋମ ନାମରେ ଡକା ଯାଉଥିଲେ। ଏବଂ ଏହି ନାମ ସେୟୀରରେ ରହିଲା।


ତା'ପରେ ଯାକୁବ ମିଶର ଦେଶକୁ ଗଲେ। ସେଠାରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ୟୁ ବରଣ କଲେ।


ଏହା ପରେ ଇସ୍ରାଏଲ ମିଶରକୁ ଆସିଲା। କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।


ଯାକୁବଙ୍କ ଭାଇ ଏଷୌ ସେୟୀର ଅଞ୍ଚଳରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମୟ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।


ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।


Swiv nou:

Piblisite


Piblisite