Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:5 - ପବିତ୍ର ବାଇବଲ

5 “‘ଏହା ପରେ ମୁଁ, ମୋଶା ଓ ହାରୋଣକୁ ସେହି ସ୍ଥାନକୁ ପଠାଇଲି। ଆଉ ମୁଁ ଗ୍ଭହିଁଥିଲି ମୋର ଲୋକମାନଙ୍କୁ ମିଶରରୁ ଫେରାଇ ଆଣିବା ପାଇଁ। ମିଶର ମଧ୍ୟରେ ଶକ୍ତିଶାଳୀ କାର୍ଯ୍ୟ କରି ମୁଁ ସେମାନଙ୍କୁ ପୀଡ଼ା ଦେଲି। ଏହା ପରେ ମୁଁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ଵାରା ତାହାକୁ ଦଣ୍ତ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।

Gade chapit la Kopi




ଯିହୋଶୂୟ 24:5
13 Referans Kwoze  

ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ରେରଣ କରିବା। ଯାଅ! ଆମ୍ଭର ଲୋକମାନଙ୍କୁ ଆଗେଇ ନିଅ, ଇସ୍ରାଏଲୀୟମାନଙ୍କୁ ମିଶର ମଧ୍ୟରୁ ଆଗେଇ ନେଇଯାଅ!”


ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।


ଇସ୍ରାଏଲୀୟ ଲୋକମାନେ ରାମିଷେ‌ଷ୍‌ଠାରୁ ସୁ‌କ୍‌କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ।


ଏହିପରି ଭାବରେ ମୁଁ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ମିଶରରୁ ନେଇ ଆସିଲି। ମିଶରୀୟମାନେ ରଥ ଓ ରଥାରୋହୀ ସହିତ ସୂଫସାଗର ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇ ଆସିଥିଲେ। ମିଶରୀୟ ରଥାରୋହୀ ଓ ଅଶ୍ୱାରୋହୀ ମଧ୍ୟ ଥିଲେ।


ଏମାନେ ମିଶରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିଶରର ରାଜା ଫାରୋଙ୍କୁ କହିଥିଲେ। ଏମାନେ ଥିଲେ ସେହି ହାରୋଣ ଓ ମୋଶା।


430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।


ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।


Swiv nou:

Piblisite


Piblisite