ଯିହୋଶୂୟ 24:9 - ପବିତ୍ର ବାଇବଲ9 “‘ଏହା ପରେ ସିପ୍ପୋରର ପୁତ୍ର ବାଲାକ୍ ଯେ କି ମୋୟାବର ରାଜା ଥିଲା ସେ ପ୍ରସ୍ତୁତ ହେଲା। ଇସ୍ରାଏଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ତାଙ୍କର ରାଜା ବିୟୋର ପୁତ୍ର ବିଲିୟମକୁ ପଠାଇଲା। ସେ ତୁମ୍ଭମାନଙ୍କୁ ଶାପ ଦେବା ପାଇଁ ବିଲିୟମକୁ ପଠାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା। Gade chapit laଓଡିଆ ବାଇବେଲ9 ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା। Gade chapit la |