Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:1 - ପବିତ୍ର ବାଇବଲ

1 ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ସାରିବା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହିରୂପେ ସମୁଦାୟ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏହିରୂପେ ସମୁଦାୟ ଗୋଷ୍ଠୀ ସମ୍ପୂର୍ଣ୍ଣ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହିରୂପେ ସମୁଦାୟ ଗୋଷ୍ଠୀ ସମ୍ପୂର୍ଣ୍ଣ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,

Gade chapit la Kopi




ଯିହୋଶୂୟ 4:1
3 Referans Kwoze  

ଯେଉଁ ଦିନ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ନଦୀ ପାରହେଲ ଏବଂ ସେହି ଦେଶରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି। ସେହି ଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲେପନ କରିବ।


ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।


“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।


Swiv nou:

Piblisite


Piblisite