Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:10 - ପବିତ୍ର ବାଇବଲ

10 ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମୋଶା ଯିହୋଶୂୟଙ୍କୁ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦୁକ ବହୁଥିଲେ, ସମସ୍ତ ଇସ୍ରାଏଲ ଲୋକମାନେ ନଦୀ ପାର ନ ହେବା ପର୍ଯ୍ୟନ୍ତ, ସେମାନେ ସେହି ନଦୀ ଶଯ୍ୟାରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।

Gade chapit la Kopi




ଯିହୋଶୂୟ 4:10
14 Referans Kwoze  

ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”


ପରମେଶ୍ୱର କହିଛନ୍ତି: “ମୁଁ ଉଚିତ୍ ସମୟରେ ତୁମ୍ଭ କଥା ଶୁଣିଲି ଓ ପରିତ୍ରାଣ ଦିନରେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆସିଲି।” ମୁଁ ତୁମ୍ଭକୁ କହୁଛି, ଦେଖ, ଏହା ହେଉଛି “ଉଚିତ୍ ସମୟ।” ଏହା “ପରିତ୍ରାଣର ଦିନ” ଅଟେ।


ସେଥିପାଇଁ ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ଦେଖ, ମୁଁ ସିୟୋନରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ୟବାନ କୋଣ ପ୍ରସ୍ତର। ଏହା ଉପରେ ସବୁକିଛି ଏହି ଗୁରୁତ୍ୱପୂର୍ଣ୍ଣ ପର୍ବତ ଉପରେ ନିର୍ମିତ ହେବ। ଯେକେହି ଏହି ପ୍ରସ୍ତର ଉପରେ ବିଶ୍ୱାସ ରଖେ ସେ ହତାଶ ହେବ ନାହିଁ।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ’ଣ ଘଟିବାକୁ ଯାଉଛି।


ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।


ଏହା ପରେ ମୋଶା ବ୍ୟବସ୍ଥା ଲେଖି ଲେବୀ ବଂଶୀୟ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବାହକ ଥିଲେ। ମୋଶା ଇସ୍ରାଏଲ ପ୍ରାଚୀନବର୍ଗମାନଙ୍କୁ ମଧ୍ୟ ଏହି ବ୍ୟବସ୍ଥା ଦେଲେ।


ଲୋକମାନେ ସେମାନଙ୍କର ଚକଟା ମଇଦାରେ ତାଡ଼ି ମିଶାଇ ପାରି ନ ଥିଲେ। ଏବଂ ସେମାନଙ୍କର ଯାତ୍ରା ପାଇଁ ମଧ୍ୟ ସ୍ୱତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନ ଥିଲେ। ତେଣୁ ସେମାନେ ତାଡ଼ିଶୂନ୍ୟ ରୋଟୀମାନ ପ୍ରସ୍ତୁତ କଲେ।


ଯିହୋଶୂୟ ଯର୍ଦ୍ଦନ ନଦୀର ମଝିରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠାରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ଧରି ଠିଆ ହୋଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ପଥରଖଣ୍ତଗୁଡ଼ିକ ସେହି ସ୍ଥାନରେ ଅଛି।


ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।


“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।


Swiv nou:

Piblisite


Piblisite