ଯିହୋଶୂୟ 4:14 - ପବିତ୍ର ବାଇବଲ14 ସେହି ଦିନ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଆଗରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମୋଶାଙ୍କୁ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସେହିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ। Gade chapit laଓଡିଆ ବାଇବେଲ14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ। Gade chapit la |