Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:22 - ପବିତ୍ର ବାଇବଲ

22 ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ, ‘ଏହି ଶିଳାଖଣ୍ତଗୁଡ଼ିକ ଅତୀତର ସ୍ମୃତି, କିପରି ଇସ୍ରାଏଲର ଲୋକମାନେ ଶୁଖିଲା ଭୂମିରେ ଯର୍ଦ୍ଦନ ନଦୀ ପାର ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।

Gade chapit la Kopi

ଓଡିଆ ବାଇବେଲ

22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।

Gade chapit la Kopi




ଯିହୋଶୂୟ 4:22
11 Referans Kwoze  

ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।


ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?


ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।


“ଆମ୍ଭେ ଗଭୀର ଜଳକୁ ଶୁଷ୍କ ହେବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦେଉ।”


କାରଣ ଫାରୋଙ୍କର ଘୋଡ଼ା, ରଥ ଏବଂ ସୈନ୍ୟମାନେ ସବୁ ସମୁଦ୍ର ଭିତରକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇସ୍ରାଏଲ ଲୋକମାନେ ସମୁଦ୍ର ମଧ୍ୟରେ ଶୁଷ୍କ ରାସ୍ତାରେ ଗମନ କଲେ।


ମାତ୍ର ଇସ୍ରାଏଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସେମାନଙ୍କର ବାମ ଓ ଡାହାଣ ପାର୍ଶ୍ୱରେ କାନ୍ଥପରି ଛିଡ଼ା ହୋଇ ରହିଲା।


ଇସ୍ରାଏଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ୟଦେଇ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସେମାନଙ୍କର ବାମପଟେ ଓ ଦକ୍ଷିଣ ପଟେ ରହିଲା।


ତା'ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’


ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।


Swiv nou:

Piblisite


Piblisite