Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 5:12 - ପବିତ୍ର ବାଇବଲ

12 ତା’ ପରଦିନ ସକାଳେ, ସ୍ୱର୍ଗର ଖାଦ୍ୟ ମାନ୍ନା ଆକାଶରୁ ପଡ଼ିବା ବନ୍ଦ ହେଲା, ସେମାନେ ସେହି ଦେଶର ଶସ୍ୟ ଭୋଜନ କଲାରୁ ଏପରି ହେଲା। ତେଣୁ ଇସ୍ରାଏଲର ଲୋକମାନେ ଆଉ ମାନ୍ନା ଖାଦ୍ୟ ପାଇଲେ ନାହିଁ। ସେହି ସମୟଠାରୁ ସେମାନେ କିଣାନର ଶସ୍ୟ ଖାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।

Gade chapit la Kopi




ଯିହୋଶୂୟ 5:12
9 Referans Kwoze  

ଲୋକମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଏହି ମାନ୍ନା ଖାଇଲେ। ସେମାନେ ଏହି ମାନ୍ନା ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମାରେ ପହଞ୍ଚିବା ପର୍ଯ୍ୟନ୍ତ ସେମାନେ ମାନ୍ନା ଖାଇଲେ।


ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।”


ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍।


ଆଉ ନିସ୍ତାରପର୍ବର ପୂର୍ବଦିନ ସେମାନେ ଦେଶର ଶସ୍ୟ ତାଡ଼ିଶୂନ୍ୟ ରୋଟୀ ଓ ଭଜା ଶସ୍ୟ ଖାଇଲେ।


Swiv nou:

Piblisite


Piblisite