ଯିହୋଶୂୟ 6:15 - ପବିତ୍ର ବାଇବଲ15 ସପ୍ତମ ଦିନ ସୂର୍ଯ୍ୟୋଦୟ ପୂର୍ବରୁ ଉଠି ସେମାନେ ସହରକୁ ସାତଥର ପରିକ୍ରମା କଲେ। ପୂର୍ବଥର ଯେଉଁ ପଥରେ ପରିକ୍ରମା କରିଥିଲେ, ଏଥର ମଧ୍ୟ ସେହି ପଥଦେଇ ଗଲେ। କିନ୍ତୁ ସେହି ଦିନ ସେମାନେ ସାତଥର ନଗର ପରିକ୍ରମା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ। Gade chapit laଓଡିଆ ବାଇବେଲ15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।