ଯିହୋଶୂୟ 6:22 - ପବିତ୍ର ବାଇବଲ22 ଯିହୋଶୂୟ ଦୁଇ ଜଣ ଗୁପ୍ତଚରଙ୍କୁ ଡାକି କହିଲେ, “ତୁମ୍ଭେ ସେ ବେଶ୍ୟା ଗୃହକୁ ଯାଅ ଓ ତାକୁ ବାହାରକୁ ଆଣ ଏବଂ ତାହା ସହିତ ଥିବା ସମସ୍ତ ଲୋକଙ୍କୁ ମଧ୍ୟ ବାହାରକୁ ଆଣ। ଏହିପରି କର କାରଣ ତୁମ୍ଭେ ସେମାନଙ୍କ ସହିତ ଏହିପରି ପ୍ରତିଜ୍ଞା କରିଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକି ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ। Gade chapit laଓଡିଆ ବାଇବେଲ22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।” Gade chapit la |
ଗିବିୟୋନୀୟମାନେ ଇସ୍ରାଏଲୀୟ ନ ଥିଲେ। ସେମାନେ ଇମୋରୀୟ ବଂଶଧର ଥିଲେ। ଇସ୍ରାଏଲୀୟମାନେ ପ୍ରତିଜ୍ଞା କରିଥିଲେ ସେମାନେ ଗିବିୟୋନୀୟମାନଙ୍କୁ ହତ୍ୟା କରିବେ ନାହିଁ। କିନ୍ତୁ ଶାଉଲ ସେମାନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇସ୍ରାଏଲୀୟମାନଙ୍କ ପ୍ରତି ଓ ଯିହୁଦାମାନଙ୍କ ପ୍ରତି ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ। ରାଜା ଗିବିୟୋନୀୟମାନଙ୍କୁ ଡକାଇ କଥାବାର୍ତ୍ତା କଲେ।