Biblia Todo Logo
Bib sou entènèt

- Piblisite -

ଯିହୋଶୂୟ 7:14 - ପବିତ୍ର ବାଇବଲ

14 “‘ପ୍ରଭାତରେ ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବ। ସମସ୍ତ ପରିବାରବର୍ଗର ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବେ। ସଦାପ୍ରଭୁ ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାରବର୍ଗରୁ ବାଛିବେ। ଏହା ପରେ ସେହି ପରିବାରବର୍ଗଟି ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ। ସଦାପ୍ରଭୁ ସେହି ପରିବାରବର୍ଗକୁ ଗୋଟିଏ ଗୋଷ୍ଠୀକୁ ବାଛିବେ ଏବଂ ସେମାନେ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେବେ। ତା'ପରେ ସେହି ଗୋଷ୍ଠୀରୁ ସେ ଗୋଟିଏ ପରିବାରକୁ ବାଛିବେ। ତା'ପରେ ସେ ସେହି ପରିବାରର ପ୍ରତ୍ୟେକ ଲୋକଙ୍କୁ ନିରୀକ୍ଷଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।

Gade chapit la Kopi

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।

Gade chapit la Kopi

ଯିହୋଶୂୟ 7:14
6 Referans Kwoze  

ନିଷ୍ପତ୍ତି ପାଇଁ ଗୁଲିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆସେ।

ତା'ପରେ ନାବିକମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଗୁଲିବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପରେ ଘଟୁଛି।” ତେଣୁ ସେମାନେ ଗୁଲିବାଣ୍ଟ ଫିଙ୍ଗିଲେ। ଏହି ଗୁଲିବାଣ୍ଟ ଫିଙ୍ଗାରୁ ଜଣାଗଲା ଯୂନସ ଯୋଗୁଁ ଏ ଦୁଃଖ ଘଟିଲା।

Swiv nou:

Piblisite

Piblisite